କଲେଜି ମସଲା

ଆବଶ୍ୟକ ସାମଗ୍ରୀ :

ମଟନ କଲିଜା- ୫୦୦ଗ୍ରାମ
ପିଆଜ- ୩ଟା(ପେଷ୍ଟ)
ଟମାଟୋ- ୨ଟା(ପେଷ୍ଟ)
ଲଙ୍କା, ଜିରା, ଧନିଆ ଗୁଣ୍ଡ- ୧ ଚାମଚ ଲେଖାଏ, ହଳଦୀ ଗୁଣ୍ଡ- ୧/୨ ଚାମଚ
ତେଲ- ୫୦ଗ୍ରାମ, ଲୁଣ- ସ୍ବାଦନୁଯାୟୀ
ଗୁଜୁରାତି- ୪ଟା, ଡାଳଚିନି- ୨ଟା
ତେଜପତ୍ର- ୨ଟା, ଗୋଳମରିଚ- ୪ଟା
ଲବଙ୍ଗ- ୪ଟା, କଞ୍ଚାଲଙ୍କା- ୪ଟା
ଅଦା ରସୁଣ ପେଷ୍ଟ- ୫୦ଗ୍ରାମ
ଗରମ ମସଲା- ୨ ଚାମଚ
କଟା ଅଦା- ୧/୨ ଚାମଚ
ଦହି- ୧/୨ କପ୍‌, କିଛି ଧନିଆ ପତ୍ର

ପ୍ରସ୍ତୁତ ପ୍ରଣାଳୀ: ପ୍ରଥମେ ପ୍ରେସର କୁକର୍‌ରେ ତେଲ ଗରମ କରନ୍ତୁ। ସେଥିରେ ସବୁ ଶୁଖିଲା ମସଲା ପକାନ୍ତୁ। ୧ମିନିଟ୍‌ ଭାଜିଲା ପରେ ସେଥିରେ ପିଆଜ ପେଷ୍ଟ ପକାନ୍ତୁ। ପିଆଜ ଗୋଲ୍‌ଡେନ୍‌ ହେବା ପରେ କଲିଜା(ପୂର୍ବରୁ ଧୁଆଯାଇଥିବ) ପକାଇ ୫ମିନିଟ୍‌ ପର୍ଯ୍ୟନ୍ତ ଭାଜନ୍ତୁ। ଏବେ ସବୁ ପାଉଡର ମସଲା ସହ ଅଦା ରସୁଣ ପେଷ୍ଟ ଓ ଅଳ୍ପ ପାଣି ପକାଇ ୫ମିନିଟ୍‌ ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ। ପରେ ସେଥିରେ ଟମାଟୋ ପେଷ୍ଟ ପକାଇ ଡ୍ରାଏ ହେବା ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ। ଡ୍ରାଏ ହୋଇଗଲେ ସେଥିରେ ଦହି ପକାଇ ଫ୍ରାଏ କରନ୍ତୁ। କଲିଜା ଫ୍ରାଏ ହୋଇଗଲେ ସେଥିରେ ଲୁଣ ପକାଇ ୫୦ମି.ଲି. ପାଣି ଦେଇ ପ୍ରେସର ବନ୍ଦ କରିଦିଅନ୍ତୁ। ଗୋଟିଏ ସିଟି ପରେ ପ୍ରେସର ଖୋଲି ବହଳିଆ ଗ୍ରେଭି ହେବା ପର୍ଯ୍ୟନ୍ତ ରାନ୍ଧନ୍ତୁ। ଏହାପରେ ଧନିଆ ପତ୍ର, କଞ୍ଚା ଲଙ୍କା, ଅଦା କଟା ପକାଇ ମିକ୍ସ କରନ୍ତୁ। ଏବେ ଆପଣଙ୍କର କଲେଜି ମସଲା ପ୍ରସ୍ତୁତ। ଏହାକୁ ଏକ ପାତ୍ରରେ ବାହାର କରି ସେଥିରେ ଗୋଟିଏ କଞ୍ଚା ଲଙ୍କା ଓ କଟା ଅଦା ପକାଇ ପରଷନ୍ତୁ।

ରିପୋର୍ଟ: ଅସମାପିକା ସାହୁ, ଭୁବନେଶ୍ୱର


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri