କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା କଲ୍ୟାଣମଣ୍ଡପକୁ ବିଏମସି କାରଣ ଦର୍ଶାଅ ନୋଟିସ କରିଥିଲା। ଜାନୁୟାରୀ ୩୧ ଏହାର ସମୟସୀମା ସରିବା ପରେ ସୋମବାର କଲ୍ୟାଣମଣ୍ଡପ ସିଲ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୫ଟି କଲ୍ୟାଣମଣ୍ଡପ ସିଲ କରିବ ବିଏମସି। ଏଥିରେ ଦକ୍ଷିଣପୂର୍ବ ଜୋନରେ ସହିଦନଗର ଥାନା ଅଞ୍ଚଳରେ ଗୋଟିଏ, ଉତ୍ତର ଜୋନରେ ଚନ୍ଦ୍ରଶେଖରପୁର ଓ ଇନଫୋସିଟି ଥାନା ଅଧୀନରେ ତିନିଟି ଏବଂ ଦକ୍ଷିଣ ପଶ୍ଚିମ ଜୋନରେ ସାଇ ଗାର୍ଡେନ କଲ୍ୟାଣମଣ୍ଡପ ସିଲ୍‌ ହେବ। ଦକ୍ଷିଣ ପୂର୍ବ ଜୋନାଲ ଡେପୁଟୀ କମିଶନର ରୁପକ କୁମାର ପଟ୍ଟନାୟକ, ଦକ୍ଷିଣ ପଶ୍ଚିମ ରବି ନାରାୟଣ ଏବଂ ଉତ୍ତରର ପ୍ରମୋଦ ପୃଷ୍ଟିଙ୍କ ନେତୃତ୍ୱରେ ଏହି ସିଲ୍‌ ଅଭିଯାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri