‘କଳା ଓ ସଂସ୍କୃତି ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’:କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକ

ତିହିଡ଼ି,୭। ୮(ଡି.ଏନ.ଏ.)- କଳା ଓ ସଂସ୍କୃତିର ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଲାଗି କଳାକାରଙ୍କ ସମସ୍ୟାର ପ୍ରତିକାର ସହ ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ଲାଗି ଭଦ୍ରକ ଜିଲା ତିହିଡ଼ି ବ୍ଲକର କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକରେ ମତବ୍ୟକ୍ତ କରାଯାଇଛି।
ଆସନ୍ତା ସ୍ବାଧୀନତା ଦିବସ ପାଳନ ଏବଂ ସାଂଗଠିକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ଲାଗି ସୋମବାର ଅପରାହ୍ନରେ ମନ୍ଦୋଦରୀ କଲ୍ୟାଣମଣ୍ଡପରେ ଏକ ବୈଠକ ବସିଥିଲା। ସଙ୍ଗଠନର ସଭାପତି କବି ବିଭୂତି ଭୂଷଣ ଗ୍ରହାଚାର୍ଯ୍ୟ ଏଥିରେ ପୌରୋହିତ୍ୟ କରିଥିଲେ। ସଙ୍ଗଠନର ନୂତନ ସଦସ୍ୟ ଗ୍ରହଣ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ା ଏଥିସହିତ ଆସନ୍ତା ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ନେଇ ଆଲୋଚନା କରାଯାଇଥିଲା । ସାଧାରଣ ସମ୍ପାଦକ ସୁରେନ୍ଦ୍ର ପ୍ରସାଦ ନାୟକ, ସମ୍ପାଦକ ମନମୋହନ ସାହୁ, ଉପସଭାପତି ବାବୁରାମ ରାଉତ, ସଙ୍ଗଠନ ସମ୍ପାଦକ ଭାଗୀରଥି ଦତ୍ତ, କୋଷାଧ୍ୟକ୍ଷ ଅକ୍ଷୟ ମିଶ୍ର ପ୍ରମୁଖ ଆଲୋଚନାରେ ବକ୍ତବ୍ୟ ରଖିଥିଲେ। ସେହିପରି ଉପଦେଷ୍ଟା ଲକ୍ଷ୍ମୀକାନ୍ତ ସାହୁ ଓ କୁଳମଣି ସାବତ, ସଦସ୍ୟ ଉପେନ୍ଦ୍ର ସାହୁ, ଭକ୍ତହରି ସାହୁ, ରାମଚନ୍ଦ୍ର ଜେନା, ନାରାୟଣ ଦେବ, ଅମରନାଥ ପଣ୍ଡା, ନିରଞ୍ଜନ ଦାସ, ନାରାୟଣ ଚନ୍ଦ୍ର ମହାନ୍ତି, ଶିବ ପ୍ରସାଦ ବାରିକ, ବିନୋଦ ନାୟକ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri