କଳା ତାଲିକାଭୁକ୍ତ ହେବେ ୩୦୦ ବିଦେଶୀ

ନୂଆଦିଲ୍ଲୀ,୧ା୪(ପି.ଟି.): ମାଲେସିଆ, ଥାଇଲାଣ୍ଡ ସମେତ ୧୬ଟି ଦେଶରୁ ପର୍ଯ୍ୟଟନ ଭିଜାରେ ଆସି ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିବା ପାଖାପାଖି ୩୦୦ ବିଦେଶୀଙ୍କୁ କଳାତାଲିକାଭୁକ୍ତ କରିପାରେ ଭାରତ। ଏମାନେ ଦେଶରେ କରୋନା ଭୂତାଣୁ ସଂକ୍ରମଣର ମୁଖ୍ୟ ବାହକ ସାଜିଛନ୍ତି। ମାର୍ଚ୍ଚ ୧୩ରୁ ୧୫ ମଧ୍ୟରେ ଦିଲ୍ଲୀର ନିଜାମୁଦ୍ଦିନ ମର୍କାଜରେ ଅନୁଷ୍ଠିତ ତାବଲିଘ-ଇ-ଜମାତ୍‌ରେ ଯୋଗଦେଇଥିବା ଲୋକଙ୍କ ମଧ୍ୟରେ ୨୮୧ ବିଦେଶୀ ଥିଲେ। ନେପାଳରୁ ଏହି ଧର୍ମସଭାକୁ ୧୯ ଜଣ ଆସିଥିବାବେଳେ ମାଲେସିଆରୁ ୨୦, ମ୍ୟାନମାରରୁ ୩୩, ଆଫଗାନିସ୍ତାନରୁ ଜଣେ, ଆଲଜେରିଆରୁ ଜଣେ, ଜିବୈଟିରୁ ଜଣେ, କିର୍‌ଗିଜସ୍ତାନରୁ ୨୮, ଇଣ୍ଡୋନେସିଆରୁ ୭୨, ଥାଇଲାଣ୍ଡରୁ ୭, ଶ୍ରୀଲଙ୍କାରୁ ୩୪, ବାଂଲାଦେଶରୁ ୧୯, ଇଂଲଣ୍ଡରୁ ୩ ଜଣ, ସିଙ୍ଗାପୁରରୁ ଜଣେ, ଫିଜିରୁ ୪, ଫ୍ରାନ୍ସରୁ ଜଣେ ଓ କୁଏଟ୍‌ରୁ ଜଣେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri