Odisha Elections 2024

କଳାକାରଙ୍କ ବକେୟା ପାଉଣା ଦେଲା ସଂସ୍କୃତି ବିଭାଗ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଳାକାରଙ୍କ ବକେୟା ପାଉଣା ଗୁରୁବାର ପ୍ରଦାନ କରାଯାଇଛି। ୨୦୧୯ ଆର୍ଥିକ ବର୍ଷରେ ଆୟୋଜିତ ହୋଇଥିବା ବିଭିନ୍ନ ସାଂସ୍କୃତିକ, ସାରସ୍ବତ କାର୍ଯ୍ୟକ୍ରମଗୁଡ଼ିକର ବାକିଥିବା ପାଉଣା ତୁରନ୍ତ ପ୍ରଦାନ କରିବାକୁ ବିଭାଗୀୟ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଅର୍ଥ ମଞ୍ଜୁରୀ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତ୍ୱରିତ ପଦକ୍ଷେପ ନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମତି ପ୍ରକାଶ କରିବା ପରେ ତାଲିକାଭୁକ୍ତ ସମସ୍ତ ଅନୁଷ୍ଠାନଗୁଡ଼ିକର ବକେୟା ପାଉଣା ପଇଠ କରାଯାଇଛି। ଏନେଇ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁଷ୍ଠାନଗୁଡ଼ିକ ନିଜ ନିଜର ବ୍ୟାଙ୍କ୍‌ ଖାତା ଯାଞ୍ଚ କରି ଅର୍ଥପ୍ରାପ୍ତି ସମ୍ବନ୍ଧରେ ଅବଗତ ହେବାପାଇଁ କୁହାଯାଇଛି। କରୋନା ପାଇଁ କୌଣସି ନୂତନ କାର୍ଯ୍ୟକ୍ରମ କରାଯିବ ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଛି। ଜନସମାଗମ, ସାଂସ୍କୃତିକ କାର୍ଯ୍ୟକ୍ରମ, ଥିଏଟର୍‌, ଡ୍ରାମା, ନୃତ୍ୟ ପରିବେଷଣ ଓ ସଙ୍ଗୀତ ସମାରୋହ ଭଳି ସମସ୍ତ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣଭାବେ ବାରଣ କରାଯାଇଛି। ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ବିଭାଗୀୟ ୱେବ୍‌ସାଇଟ୍‌(http://odishaculture.in)ରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରାଯାଇଥିବା ସଂସ୍କୃତି ନିର୍ଦ୍ଦେଶକ ବିଜୟ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କହିଦେଲେ ଧର୍ମେନ୍ଦ୍ର, କାହାକୁ ଦେଲେ ଭୋଟ୍‌

ଭୁବନେଶ୍ୱର,୨୬।୫: ଓଡିଶା ସମେତ ସାରା ଦେଶରେ ଗଣତନ୍ତ୍ରର ବଡ଼ ପର୍ବ ନିର୍ବାଚନ ଚାଲିଛି। ରାଜ୍ୟରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ...

ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…

ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା...

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ...

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି।...

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ମାଡ଼ି ଆସୁଛି ଭୟଙ୍କର ରେମାଲ, ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୬।୫: ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’। ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ରେମାଲ ପ୍ର୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରିଛି...

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri