କଳାହାଣ୍ଡି ବନ୍ଦ ପରିବର୍ତ୍ତେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୫।୨(ଡି.ଏନ୍‌.ଏ.): ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇ ଥିବା ବେଳେ କଳାହାଣ୍ଡି ଜିଲା ଏଥିରେ ସାମିଲ ହୋଇ ନାହିଁ। ମାତ୍ର କଳାହାଣ୍ଡି ବନ୍ଦ ପାଳନ ପରିବର୍ତ୍ତେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ଦାବିକୁ ସମର୍ଥନ ଜଣାଇ ଜିଲା ଓକିଲ ସଂଘ ବୁଧବାର ଭବାନୀପାଟଣା ସମେତ ଜିଲାର ସମସ୍ତ କୋର୍ଟ ବର୍ଜନ କରିଛନ୍ତି। ଏହି ବନ୍ଦରେ କଳାହାଣ୍ଡି ଓକିଲ ସଂଘ ସାମିଲ ହୋଇ ଏହାକୁ ସଫଳ କରିବା ପାଇଁ ବଲାଙ୍ଗୀର ଓ ସମ୍ବଲପୁର ଓକିଲ ସଂଘ ମିଳିତ ଭାବେ ଅନୁରୋଧ କରିଥିଲେ। ଏହି ଦୁଇ ଜିଲା ଓକିଲ ସଂଘର ଅନୁରୋଧକୁ ସମ୍ମାନ ଜଣାଇ ଏବଂ ପଶ୍ଚିମ ଓଡ଼ିଶା ଓକିଲ ସଂଘ କୋର୍ଟ କାର୍ଯ୍ୟ ବନ୍ଦ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?