କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଣିକି କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ସମ୍ବଲପୁର ନ ଯାଇ ଜିଲାରେ ଉଚ୍ଚ ଶିକ୍ଷା ଓ ଗବେଷଣାର ସୁବିଧା ପାଇପାରିବେ । ଭବାନୀପାଟଣାଠାରେ ଅବସ୍ଥିତ ଜିଲାର ଏକମାତ୍ର ସ୍ବୟଂ ଶାସିତ ମହାବିଦ୍ୟାଳୟ ୧୯୬୦ ମସିହାରେ ସ୍ଥାପିତ ହୋଇଥିଲାା ଏହି ମହାବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଥିବା ବେଳେ ଏହାକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଗି ୧୯୯୦ ମସିହାରୁ ଜିଲାବାସୀଙ୍କ ପକ୍ଷରୁ ଦାବି ହୋଇଆସୁଥିଲା। ଗତ ବର୍ଷ ଏହି ମହାବିଦ୍ୟାଳୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଥିଲା ତେବେ ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ ଘୋଷଣା ହୋଇଛି । କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି ।
ସୂଚନାଯୋଗ୍ୟ, ପୂର୍ବରୁ କଳାହାଣ୍ଡି ଓ ନୂଆପଡା ଜିଲାର ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷା ପାଇଁ ହେଉ କିମ୍ବା ଅନ୍ୟାନ୍ୟ ସାର୍ଟିଫିକେଟ କାଯର୍‌ୟ ହେଉ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଉପରେ ନିର୍ଭର କରୁଥିଲେ । ମାତ୍ର ବର୍ତ୍ତମାନ କଳାହାଣ୍ଡି ଓ ନୂଆପଡା ଜିଲାର ୫୦ ମହାବିଦ୍ୟାଳୟକୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଅଧୀନରେ ସାମିଲ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri