କଳାହାଣ୍ଡିରେ କରୋନାର ସ୍ଥିତି ଚିନ୍ତାଜନକ

ଭବାନୀପାଟଣା,୭।୪: କଳାହାଣ୍ଡିରେ ମାଡିଲାଣି କରୋନା। ଚଳିତ ମାସ ପ୍ରଥମ ସପ୍ତାହରେ ଚିହ୍ନଟ ହୋଇଛନ୍ତି ୨୮୧ନୂଆ ଆକ୍ରାନ୍ତ। ଗତ ୧ ତାରିଖରେ ୨୬ଜଣ, ୨ରେ ୨୨, ୩ରେ ୨୬, ୪ରେ ୪୭ ଓ ୫ରେ ୫୮ଜଣ, ୬ରେ ୬୪ ଏବଂ ୭ ତାରିଖ ୩୮ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ରୋକିବା ପାଇଁ ଗତ ୫ ତାରିଖରୁ ପ୍ରଶାସନ ପକ୍ଷରୁ ଜାରି କରାଯାଇଛି ନାଇଟ କର୍ଫ୍ୟୁ। ଏଥିସହ କୋଭିଡ୍‌ ନିୟମ କଡାକଡି ପାଳନ କରିବାକୁ ଜିଲାବାସୀଙ୍କୁ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍‌, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…

ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ୱାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri