କଳାହାଣ୍ଡିରେ ପ୍ରଥମେ ବ୍ୟବହୃତ ହେଲା ଟଙ୍କା ବିଶୋଧନ ଯନ୍ତ୍ର

ଜୁନାଗଡ,୨୪।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲସ୍ଥିତ ସିଦ୍ଧାନ୍ତ ଫୁଏଲ ପେଟ୍ରୋଲ ପମ୍ପରେ ଶୁକ୍ରବାର ପ୍ରଥମ କରି ଟଙ୍କା ବିଶୋଧନ ଯନ୍ତ୍ର ବ୍ୟବହାର କରାଯାଇଛି। ଏହି ଯନ୍ତ୍ରକୁ ଗତ କିଛିଦିନ ତଳେ ନୂଆପଡା ଜିଲା ଖଡିଆଳ ଲୋକଦୃଷ୍ଟି କଲେଜର ଲଛମନ ଦୁଣ୍ଡି ନାମକ ଜଣେ ବିଏସି ୨ୟବର୍ଷର ଛାତ୍ର ଉଭାବନ କରିଥିଲେ। ସେ ଏହି ଯନ୍ତ୍ରକୁ ଶୁକ୍ରବାର ବଳଦିଆମାଲସ୍ଥିତ ଉକ୍ତ ପେଟ୍ରୋଲ ପମ୍ପ ମାଲିକଙ୍କୁ ବିକ୍ରି କରିଥିଲେ। ବର୍ତ୍ତମାନ ଏହି ଯନ୍ତ୍ରକୁ ପେଟ୍ରୋଲ ପମ୍ପରେ ବ୍ୟବହାର କରାଯାଉଛି ା ଉକ୍ତ ମେଶିନ ଦ୍ୱାରା ଟଙ୍କା ବିଶୋଧନ ହେବା ସହ କରୋନା ସଂକ୍ରମଣ ରୋକାଯାଇପାରିବ ବୋଲି ଲଛମନ ଦାବି କରିଛନ୍ତି ା ଏହି ଯନ୍ତ୍ର ୧ଘଣ୍ଟା ମଧ୍ୟରେ ୧କୋଟି ଟଙ୍କା ପର୍ଯ୍ୟନ୍ତ ବିଶୋଧନ କରିପାରିବ ା ଏଥିରେ ଟାଇମର ମେଶିନ, ମନିକାଉଣ୍ଟର ସେନ୍‌ସର, କପର, ସାନିଟାଇଜ୍‌ ଲିକ୍ୟୁଡ ଓ ଥର୍ମାଲ ସ୍କାନର ରହିଛି ା କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଲଛମନ ଏହି ଯନ୍ତ୍ରକୁ ଉଭାବନ କରିଛନ୍ତି। ଏହାର ମୂଲ୍ୟ ୧୦ହଜାର ଟଙ୍କା ରହିଛି ା ପୂର୍ବରୁ ମଧ୍ୟ ଲଛମନ ୫ଶହ ଓ ୧୦୦୦ ଟଙ୍କାକୁ ନେଇ ବିଦ୍ୟୁତ ଉଭାବନ ଏବଂ ମହିଳାଙ୍କ ଆମତ୍ସୁରକ୍ଷା ପାଇଁ ସୁରକ୍ଷା ଯନ୍ତ୍ର ଜ୍ୟାକେଟ ଉଭାବନ କରି ଚର୍ଚ୍ଚାରେ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri