ନୂଆଦିଲ୍ଲୀ,୨୯-୬-ଓଡ଼ିଶାର ଯାଜପୁର ଜିଲା କଳିଙ୍ଗ ନଗରରେ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ(ଏନ୍ଆଇଏମ୍ଜେଡ୍) ସ୍ଥାପନ ହେବ। ଏସଂକ୍ରାନ୍ତ ନିଷ୍ପତ୍ତିକୁ କେନ୍ଦ୍ର ସରକାର ଶୁକ୍ରବାର ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଏସଂକ୍ରାନ୍ତ ପ୍ରସ୍ତାବ ପାଇବା ପରେ କେନ୍ଦ୍ର ଏଭଳି ପଦକ୍ଷେପ ଗ୍ରହଣ କରିଛି। ସମ୍ପୃକ୍ତ ମନ୍ତ୍ରଣାଳୟ ପକ୍ଷରୁ ବାହ୍ୟ ସଂଯୋଗ ଭିତ୍ତିଭୂମି ଉନ୍ନତୀକରଣ ଲାଗି ପଦକ୍ଷେପ ନିଆଯାଇଛି। ଏହି ପଦକ୍ଷେପ ଅନ୍ତର୍ଗତ ପାରାଦୀପ-କଳିଙ୍ଗ ନଗର ସେକ୍ସନର ୧୨୧ କିମି ରାଜପଥକୁ ଉନ୍ନତୀକରଣ କରାଯାଉଛି। ୨୦୦ ନମ୍ବର ଜାତୀୟ ରାଜପଥ ପରିବହନ ମାର୍ଗକୁ ୨ ଲେନରୁ ୬ ଲେନ ବିଶିଷ୍ଟ କରାଯାଉଛି। ସେହିଭଳି ଜାତୀୟ ରାଜପଥ ୫୩/୨୦୦ ମଧ୍ୟରେ ଏବଂ ଜାତୀୟ ନିବେଶ ଉତ୍ପାଦନ ଜୋନ ଚତୁଃପାର୍ଶ୍ୱ ସମ୍ପ୍ରସାରଣ କରାଯାଉଛି।
ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…
ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…
କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…
ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…
EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ
ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…
ଟାଟା ଗ୍ରୁପ୍ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…
Archives

