କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାର ତଦନ୍ତ କରାଯାଇଥିଲା। ସ୍ବାସ୍ଥ୍ୟ ବିଭାଗର ୪ଜଣିଆ କମିଟି ତଦନ୍ତ କରିଥିଲେ। କମିଟି ରିପୋର୍ଟ ଆଧାରରେ ରାଜ୍ୟ ସରକାର କଳିଙ୍ଗ ହସ୍ପିଟାଲକୁ ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି(ଓଏସ୍‌ଟିଏଫ୍‌) ତାଲିକାରୁ ବାଦ୍‌ ଦେଇଛନ୍ତି। ଏଥିନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ବିଧାନସଭାରେ ସୂଚନା ଦେଇଛନ୍ତି। ସେହିଭଳି ଅନ୍ୟ ସମସ୍ତ ଘରୋଇ ହସ୍ପିଟାଲ, ଯେଉଁମାନେ ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାଭୁକ୍ତ ହୋଇଛନ୍ତି, ସେମାନଙ୍କୁ ଓଏସ୍‌ଟିଏଫ୍‌ ଗାଇଡ୍‌ଲାଇନ୍‌ ପାଳନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିପାଇଁ ଘରୋଇ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି, ଡାକ୍ତରୀ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri