Posted inଜାତୀୟ

କଶ୍ମୀର ଆଇଜିପି ହେଲେ ବିଜୟ କୁମାର

ଶ୍ରୀନଗର,୨୯ା୧୨(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ନୂଆ ପୋଲିସ ଆଇଜି ଭାବେ କେ. ବିଜୟ କୁମାର ନିଯୁକ୍ତ ହୋଇଛନ୍ତି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ଏସ.ପି. ପାଣିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଣିଙ୍କୁ ଜମ୍ମୁ-କଶ୍ମୀର ପୋଲିସର ସଶସ୍ତ୍ର ବାହିନୀର ଆଇଜି ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri