Posted inଖେଳ

କଶ୍ମୀର ଘଟଣା: ସର୍ଫରାଜ ଅହମ୍ମଦଙ୍କ ଟିପ୍ପଣୀ

କରାଚୀ,୧୪।୮- କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ରାଜ୍ୟର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରି କେନ୍ଦ୍ର ଶାସିତ ଅଞ୍ଚଳ ଘୋଷଣା କରିବାର ଗୋଟିଏ ସପ୍ତାହ ପରେ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଟିପ୍ପଣୀ ଦେଇଛନ୍ତି। କଶ୍ମୀର ଭାଇଙ୍କ ସହ ଆମ ପୂରା ପାକିସ୍ତାନ ରହିଛି। ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି। ଏଭଳି କଠିନ ସମୟରେ କଶ୍ମୀର ଭାଇମାନଙ୍କୁ ରକ୍ଷା କରନ୍ତୁ ବୋଲି ସର୍ଫରାଜ କହିଛନ୍ତି। ପୂର୍ବରୁ ଶାହିଦ ଆଫ୍ରିଦୀ ଟୁଇଟ୍‌ କରି କଶ୍ମୀର ଘଟଣା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri