Posted inଜାତୀୟ

କଶ୍ମୀର ଦ୍ୱିପାକ୍ଷିକ ସମସ୍ୟା ଲାଗି ମଧ୍ୟସ୍ଥ ଲୋଡ଼ି ନାହାନ୍ତି ମୋଦି: ବୈଦେଶିକ ମନ୍ତ୍ରୀ ଦେଲେ ସଂକ୍ଷିପ୍ତ ଉତ୍ତର

ନୂଆଦିଲ୍ଲୀ,୨୩।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ଉପରେ ମଙ୍ଗଳବାର ସଂସଦର ଉଭୟ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଛି। ଏନେଇ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ସଂକ୍ଷିପ୍ତ ଉତ୍ତର ଦେଇଛନ୍ତି। କଶ୍ମୀର ଭାରତ-ପାକିସ୍ତାନର ଦ୍ୱିପାକ୍ଷିକ ସମସ୍ୟା। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୌଣସି ମଧ୍ୟସ୍ଥତା ଲୋଡ଼ି ନାହାନ୍ତି। ଟ୍ରମ୍ପ୍‌ ମୋଦିଙ୍କୁ ନେଇ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହା ସମ୍ପୂର୍ଣ୍ଣ ଭୁଲ୍‌। ପାକିସ୍ତାନ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ବନ୍ଦ କଲେ ଭାରତ ସହିତ ଆଲୋଚନା ସମ୍ଭବ ବୋଲି ସବୁବେଳେ କେନ୍ଦ୍ର ସରକାର କହୁଥିବା ଜୟଶଙ୍କର ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri