Posted inଜାତୀୟ

କଶ୍ମୀର ନେଇ ଇୟୁ ପ୍ରତିନିଧି ଦଳଙ୍କ ବୟାନ: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଭ୍ୟନ୍ତରୀଣ ପ୍ରସଙ୍ଗ, ଆତଙ୍କବାଦ ବିରୋଧୀ ଲଢ଼େଇକୁ ସମର୍ଥନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ଇୟୁ ପ୍ରତିନିଧି ଦଳ ସେମାନଙ୍କର ବୟାନ ଜାରି କରିଛନ୍ତି। ସେମାନେ କହିଛନ୍ତି ଯେ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ତେବେ ଭାରତ ଜାରି ରଖିଥିବା ଆତଙ୍କବାଦ ବିରୋଧୀ ଲଢ଼େଇକୁ ଇୟୁ ଦଳ ସମର୍ଥନ କରିଛନ୍ତି। ଏହା ସହିତ ସେମାନେ କହିଛନ୍ତି ଯେ, ଆମେ ଏଠାକୁ ସ୍ଥିତି ଅନୁଧ୍ୟାନ କରିବାକୁ ଆସିଛୁ ମାତ୍ର ରାଜନୀତି କରିବାକୁ ନୁହେଁ। କଶ୍ମୀରରେ ଆଫଗାନିସ୍ତାନ ଭଳି ସ୍ଥିତି ଉତ୍ପନ୍ନ ହେବାକୁ ସେମାନେ ନାପସନ୍ଦ କରିଛନ୍ତି। ସ୍ଥାନୀୟ ଲୋକଙ୍କ ବିକାଶ ଧାରା ଏଠାରେ ଜାରି ରହିବା ଆବଶ୍ୟକ ବୋଲି ଇୟୁ ପ୍ରତିନିଧି ଦଳ କହିଛନ୍ତି। ଏହା ସହିତ ସେମାନେ ଆତଙ୍କବାଦୀଙ୍କ ଦ୍ୱାରା ୬ ଜଣ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଘଟଣାକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri