କଶ୍ମୀର ସମସ୍ୟା: ଉପରେ ପଡ଼ି ଭାରତ-ପାକିସ୍ତାନକୁ ପରାମର୍ଶ ଦେଲା ଚାଇନା

ବେଜିଂ,୨୭।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିବାଦୀୟ ମନ୍ତବ୍ୟ ପରେ ଏବେ ଚାଇନା ଉପରେ ପଡ଼ି ଏହି ପ୍ରସଙ୍ଗରେ ପରାମର୍ଶ ଦେଇଛି। ଚାଇନା କହିଛି ଭାରତ-ପାକିସ୍ତାନ ନିଜ ମଧ୍ୟରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବା ଆବଶ୍ୟକ। ଏନେଇ ଚାଇନା ବିଦେଶ ମନ୍ତଣାଳୟର ପ୍ରବକ୍ତା ହୁଆ ଚୁନ୍‌ୟିଙ୍ଗ୍‌ ସୂଚନା ଦେଇଛନ୍ତି। ଭାରତ-ପାକିସ୍ତାନ ଏଭଳି ପ୍ରୟାସ କଲେ ଦକ୍ଷିଣ ଏସିଆରେ ଶାନ୍ତି ପ୍ରତିଷ୍ଠା ହୋଇପାରିବ ବୋଲି ଚୁନ୍‌ୟିଙ୍ଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri