Posted inଜାତୀୟ

କଶ୍ମୀରକୁ ନେଇ ପୁଣି ଥରେ ସମସ୍ତଙ୍କୁ ଚମକାଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଥର କିଛି ନା କିଛି ବଡ ପଦକ୍ଷେପ ନେଇ ସମସ୍ତଙ୍କୁ ଚମକାଇ ଦେଇଥାଆନ୍ତି। ବିମୁଦ୍ରିକରଣ ହେଉ ଅବା ତିନ୍‌ ତଲାକ ଏହାପରେ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟାଇବା ପ୍ରସଙ୍ଗ ହେଉ ଏସବୁ ସାଧାରଣ ଜନତାଙ୍କୁ ଚମକାଇବା ଭଳି ନିଷ୍ପତ୍ତି ଥିଲା ମୋଦଙ୍କର। ଏବେ ପୁଣି ଥରେ ମୋଦି କଶ୍ମୀରର ଉପ ରାଜ୍ୟପାଳ ପ୍ରସଙ୍ଗରେ ସମସ୍ତଙ୍କୁ ଚମକାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ଏହାକୁ ନେଇ ଆଲୋଚନା ଓ ଅନୁମାନ ଲଗାଯାଉଛି ସତ ହେଲେ ଫଳାଫଳ କାହାକୁ ଜଣା ନାହିଁ। ତେଣୁ ରାଜନୈତିକ ମହଲରେ ବି ଚର୍ଚ୍ଚା ହେଉଛି କି ମୋଦି ପୁଣି ଥରେ ଚମକାଇ ପାରନ୍ତି। ଏହା ମୋଦିଙ୍କ କାର୍ଯ୍ୟଶୈଳୀ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ମରାଠୀ ଫିଲ୍ମରୁ କ୍ୟାରିଅର ଆରମ୍ଭ କରିଥିବା ସୁମନ ୮୫୦ରୁ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri