କଶ୍ମୀରକୁ ନେଇ ପୁଣି ମିଛ କହିଲା ପାକିସ୍ତାନ

ଲାହୋର,୯।୧୧: ଜମ୍ମୁ-କଶ୍ମୀରରୁ ଗତ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ଏପର୍ଯ୍ୟନ୍ତ ପାକିସ୍ତାନ ହଡବଡେଇ ହୋଇ ରହିଛି। କାରଣ ଏହି ପ୍ରସଙ୍ଗକୁ ନେଇ ସେ ବାରମ୍ବାର ମିଛ କହି ଚାଲିଛି। ଏବେ ପୁଣିଥରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି କହିଛନ୍ତି, କଶ୍ମୀରକୁ ନେଇ ଭାରତ ଯାହା କହୁଛି ତାକୁ କୌଣସି ଅନ୍ତରାଷ୍ଟ୍ରୀୟ ସମୁଦାୟ କଣ୍ଣର୍ର୍ପାତ କରୁ ନାହାନ୍ତି। ସୂଚନାଯୋଗ୍ୟ, କରତାରପୁର କରିଡର ଉଦ୍‌ଘାଟନ ପୂର୍ବରୁ କ୍ୟୁରେସି ଏକ ଖବରଦାତା ସମ୍ମିଳନୀରେ ଏହା କହିଛନ୍ତି। ଅଗଷ୍ଟ ୫ ପରଠାରୁ ପାକିସ୍ତାନର ମୁଣ୍ଡ ଏକ ପ୍ରକାର ବିଗିଡି ଯାଇଛି। କାରଣ ଏହା ପରେ ପରେ ସେ ଭାରତଠାରୁ ପ୍ରାୟ ସବୁ ସମ୍ପର୍କ କାଟି ଦେଇଥିବା ବେଳେ ଏହାକୁ ନେଇ ସମୟ ସମୟରେ ଏମିତି କିଛି କଥା କହୁଛି ଯାହା ପରେ ଆଲୋଚନାର ପରିସରକୁ ଚାଲି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri