Posted inଜାତୀୟ

କାଉଡିଆଙ୍କ ସୁବିଧା ପାଇଁ ଟ୍ରେନ୍‌ରେ ବଗି ବଢାଇଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧୬।୭: ଆରମ୍ଭ ହୋଇ ଯାଇଛି ଶ୍ରାବଣମାସ। ଏହାସହ କାଉଡିଆଙ୍କ କାଉଡି ଯାତ୍ରାକୁ ନେଇ ଉତ୍ତର ପ୍ରଦେଶ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ପୂର୍ବରୁ ସେମାନଙ୍କ ଉପରେ ହେଲିକପ୍ଟର ମାଧ୍ୟମରେ ଫୁଲ ପକାଇବା ବ୍ୟବସ୍ଥା କରାଯାଇଥିବା ବେଳେ ଏବେ ସେମାନଙ୍କର ଯାତ୍ରା ପାଇଁ ଟ୍ରେନ୍‌ରେ ଅଧିକ ବଗି ଲଗାଯାଇଛି। ଏହାସହ ଦିଲ୍ଲୀରୁ ଶାମଲି ମଧ୍ୟରେ ଯାଉଥିବା ଡିଆଇଏମ୍‌ୟୁ ଟ୍ରେନ୍‌କୁ ହରିଦ୍ୱାର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି। କେବଳ ସେତିକି ନୁହେଁ ଏହାର ଷ୍ଟେଶନ ସଂଖ୍ୟାକୁ ମଧ୍ୟ ବଢାଇ ଦିଆଯାଇଛି। ଅର୍ଥାତ୍‌ ନିର୍ଦ୍ଧାରିତ ଷ୍ଟେଶନ ଅପେକ୍ଷା ଆଉ କେତେକ ସ୍ଥାନରେ ମଧ୍ୟ ଟ୍ରେନ୍‌ ଅଟକିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri