Posted inଖେଳ

କାଜାକସ୍ତାନ, କିର୍‌ଗିଜସ୍ତାନ ଇଭେଣ୍ଟରେ ଭାଗ ନେବେ ଦୂତୀ

ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ଆସନ୍ତା ମାସରେ କାଜାଖସ୍ତାନ ଓ କିର୍‌ଗିଜସ୍ତାନରେ ହେବାକୁଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ଲାଗି ମନୋନୀତ ଆଥ୍‌ଲେଟମାନଙ୍କ ମଧ୍ୟରେ ଅଛନ୍ତି ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଓ ଲଙ୍ଗ୍‌ ଜମ୍ପର ଏମ. ଶ୍ରୀଶଙ୍କର। ଏହି ଦୁଇ ଜଣ ଜାତୀୟ ରେକର୍ଡଧାରୀ ଜୁଲାଇ ୬-୭ରେ କାଜାଖସ୍ତାନର ଅଲ୍‌ମାଟିଠାରେ ଜି. କୋସାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ମିଟିଂ ଏବଂ ଜୁଲାଇ ୧୩-୧୪ରେ କିରଗିଜସ୍ତାନର ବିଶ୍‌କେକ୍‌ଠାରେ ଟାଟୟାନା କୋଲ୍‌ପାକୋଭା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏଠାରେ ବୁଧବାର ଅଲିମ୍ପିଆନ ଜି.ଏସ୍‌. ରାନ୍ଧଓ୍ବାଙ୍କ ଅଧ୍ୟକ୍ଷତାରେ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ସିଲେକ୍ସନ କମିଟି ବୈଠକ ବସି ଦୁଇଟି ଇଭେଣ୍ଟ ଲାଗି ଦଳ ମନୋନୟନ କରାଯାଇଥିଲା। ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଏବଂ ଇଣ୍ଡିଆନ ଗ୍ରାଁ ପ୍ରି ଇଭେଣ୍ଟଗୁଡ଼ିକରେ ପ୍ରଦର୍ଶନକୁ ଭିତ୍ତିି କରି କୋଚ୍‌ମାନଙ୍କ ସୁପାରିସ କ୍ରମେ ଆଥଲେଟ୍‌ମାନଙ୍କୁ ବଛାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri