Posted inକଟକ

କାଜିହାଟ ମଦ୍ରାସାରେ ଇଦ୍‌ ପାଳିତ: ୧୫ ହଜାର ମୁସଲମାନଙ୍କ ସମୂହ ନମାଜ ପାଠ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ବିଭିନ୍ନ ମଦ୍ରାସା ଓ ମସ୍‌ଜିଦରେ ଇଦ୍‌ ପାଳିତ ହୋଇଛି। ଜୟରାମପୁର ପଞ୍ଚାୟତ କାଜିହାଟ ମଦ୍ରାସାରେ ୧୫ ହଜାର ମୁସଲମାନ ସମୂହ ନମାଜ ପାଠ କରିଛନ୍ତି। ପରେ ଏକ ମିଳନ ହୋଇଥିଲା। ଏଠାରେ ହିନ୍ଦୁ ମୁସଲମାନ ମିଳିମିଶି ଇଦ୍‌ ପାଳନ କରିଥାନ୍ତି । ମଦ୍ରାସାରେ ମୌଲାନା ନମାଜ ପାଠ କରାଇଥିଲେ। ଏହି ଅବସରରେ ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି ଅଶୋକ ଓଝା, ସରପଞ୍ଚ ମନୋରଞ୍ଜନ ସ୍ବାଇଁଙ୍କ ସମେତ ବହୁ ଲୋକପ୍ରତିନିଧି ଯୋଗ ଦେଇଥିଲେ ।
ସେହିଭଳି ଭାବେ ଜିଗ୍ନିପୁର ପଞ୍ଚାୟତ ବାବଲପୁର,ଆସୁରେଶ୍ୱର, ନେମାଳ,ନରେନ୍ଦ୍ରପୁର, ଦଉଦପୁର ଓ ନଗସପୁରରେ ଇଦ୍‌ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri