କାଜୁ କଟ୍‌ଲି

କାଜୁ-୨କପ୍‌,ଚିନି-୧କପ୍‌
ପାଣି-ଅଧା କପ୍‌,ଘିଅ-୧ଚାମଚ
ଗୁଜୁରାତି ଗୁଣ୍ଡ-୧/୪ଚାମଚ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ୨କପ୍‌ କାଜୁ ନେଇ ଭଲଭାବେ ଗ୍ରାଇଣ୍ଡିଂ କରନ୍ତୁ, ଯେପରି ଖଦଡ଼ିଆ ନ ରହେ ଧ୍ୟାନ ଦିଅନ୍ତୁ। ଏକ କଡ଼ାଇ ବସାଇ ସେଥିରେ ୧କପ୍‌ ଚିନି ସହ ଅଧା କପ୍‌ ପାଣି ଢାଳନ୍ତୁ। ମିଶ୍ରଣକୁ ଭଲ ଭାବେ ଘାଣ୍ଟି ଶିରା ପ୍ରସ୍ତୁତ କରନ୍ତୁ। ଏବେ ସେଥିରେ ଗ୍ରାଇଣ୍ଡିଂ କରି ରଖିଥିବା କାଜୁକୁ ପକାନ୍ତୁ। ପରେ ଘିଅ ଓ ଗୁଜୁରାତି ଗୁଣ୍ଡ ପକାଇ ଭଲ ଭାବେ ମିଶାନ୍ତୁ। ମିଶ୍ରଣଟିକୁ ବହଳିଆ ହେବା ପର୍ଯ୍ୟନ୍ତ ଘାଣ୍ଟନ୍ତୁ। ଏକ ବଟର୍‌ ପେପର୍‌ରେ ଅଳ୍ପ ଘିଅ ଲଗାଇ ମିଶ୍ରଣକୁ ବାହାର କରିଦିଅନ୍ତୁ। ଏହାକୁ ଗୋଲାକାର ଗୁଳା କରିଦିଅନ୍ତୁ ଏବଂ ଏହାକୁ ପତଳା ଭାବେ ବେଲି ଦିଅନ୍ତୁ। ଏହାକୁ ଆପଣ ନିଜ ଇଚ୍ଛା ମୁତାବକ ବିଭିନ୍ନ ଆକାରରେ କାଟନ୍ତୁ। ପ୍ରସ୍ତୁତ ହୋଇଗଲା ଆପଣଙ୍କ କାଜୁ କଟ୍‌ଲି। ଏହାକୁ ନିଜେ ଖାଇବା ସହ ପରିବାର ସଦସ୍ୟଙ୍କୁ ବି ଖୁଆନ୍ତୁ କିମ୍ବା ଏହାକୁ ଆକର୍ଷଣୀୟ କରିବା ଲାଗି ଉପରେ ସିଲ୍‌ଭର୍‌ ପେପର୍‌ କୋଟିଙ୍ଗ୍‌ ଦେଇ ଅନ୍ୟକୁ ଉପହାର ବି ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?