କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୧୨ା୫(ଡି.ଏନ.ଏ.)- ଖଲ୍ଲିକୋଟ ଥାନା ଅନ୍ତର୍ଗତ ତାଳପଡ଼ା ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଶନିବାର ଜନୈକା ମହିଳାଙ୍କ କ୍ଷତାକ୍ତ ମୃତଦେହ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ପୋଲିସ ସୂଚନାନୁଯାୟୀ, ବ୍ରହ୍ମପୁର ସହର ନିକଟ ଗୋଳନ୍ଥରା ଅଞ୍ଚଳର ଲକ୍ଷ୍ମୀ ସାହୁ ବୋଲି ଜଣାପଡ଼ିଛି। ଶୁକ୍ରବାର ଲକ୍ଷ୍ମୀ ନିଖୋଜ ଥିବା ପରିବାର ଲୋକ କହିଛନ୍ତି। ଏହି ଘଟଣାକୁ ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଶନିବାର ଖଲ୍ଲିକୋଟ ଆଇଆଇସି ସୁନୀଲ କୁମାର ବେହେରା, ଛତ୍ରପୁର ଏସ୍‌ଡିପିଓ ଉତ୍କଳ କେଶରୀ ଦାସ ଓ ପୋଲିସ ଟିମ ଘଟଣାର ଅନୁସନ୍ଧାନ ଜାରି ରଖିଛନ୍ତି। ନଂ. ୧୧୩/୧୯ରେ ମକଦ୍ଦମା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri