ଭାପୁର,୨୬ା୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ସଦର ରେଞ୍ଜ ଅଧୀନ ଭାପୁର ଅଞ୍ଚଳର ଶୁଳିଆ ଜଙ୍ଗଲ ପାଦ ଦେଶ ୨୬ ଘରିଆ କାଜୁ ବଗିଚାରୁ ଗୁରୁବାର ବନବିଭାଗ ଏକ ବାର୍ହା ମୃତଦେହ ଉଦ୍ଧାର କରିଛି।
ସ୍ଥାନୀୟ ଲୋକେ ଛତୁ ଖୋଜିବାକୁ ଯାଉଥିବାବେଳେ ବାର୍ହା ମୃତଦେହ ଦେଖି ବନବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ଭାପୁର ବନପାଳ ପ୍ରଭାକର ରଣା ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏହାପରେ ଭାପୁର ଭିଏସଏସ ପ୍ରଭାତ କୁମାର ଜେନାଙ୍କ ଦ୍ୱାରା ବାରହାଟିର ବ୍ୟବଚ୍ଛେଦ କରାଯାଇ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବନପାଳ କହିଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଥୁଆମୂଳ ରାମପୁରରେ ତୈଳ ସଙ୍କଟ: ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….
ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…
ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ
ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…
ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…
ବିଦ୍ୟୁତ୍ କାଟ୍କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୨୨।୫: ବିଦ୍ୟୁତ୍ କାଟ୍କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…
ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ
ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…
୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ
ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍ ଅଞ୍ଚଳ ବହୁମୁଖୀ ସମବାୟ…
ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..
ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…
ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…
ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…
Archives

