କାଠଭାଡ଼ିରୁ ୧ ନାଗୁଣୀ, ୫୫ ଅଣ୍ଡା ଉଦ୍ଧାର

ଭଣ୍ଡାରିପୋଖରୀ,୧୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ପଞ୍ଚାୟତ ଡାହାଲା ଗ୍ରାମର ସୂର୍ଯ୍ୟମଣି ରାଉତଙ୍କ ବାଡ଼ିରେ ଥିବା କାଠଭାଡ଼ିରେ ସାପ ଥିବା ଶୁକ୍ରବାର ଜଣାପଡ଼ିଥିଲା। ଖବର ଦିଆଯିବା ପରେ ଭଦ୍ରକ ସାପ ଧରାଳି ସେକ ମିର୍ଜା ପହଞ୍ଚି ପାଞ୍ଚ ଫୁଟ ଲମ୍ବର ଏକ ନାଗୁଣୀ ସହ ୫୫ଟି ସାପ ଅଣ୍ଡା ଉଦ୍ଧାର କରିଛନ୍ତି। ଅନ୍ୟ ଏକ ନାଗ ଥିବା ସନ୍ଧେହ କରି ଖୋଜାଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri