କାନଫୁଲ ବି ଦୂର କରିଥାଏ ମହିଳାଙ୍କ ବହୁ ଶାରିରୀକ ସମସ୍ୟା…

ଶୃଙ୍ଗାର ଯୋଗୁ ମହିଳାଙ୍କ ସୌନ୍ଦର୍ଯ୍ୟ ଅଧିକ ବୃଦ୍ଧି ପାଇଥାଏ। ଭାରତୀୟ ସଂସ୍କୃତିରେ ଶୃଙ୍ଗାର ସବୁବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଅନ୍ତର୍ଗତ ମହିଳାମାନେ ବିଭିନ୍ନ ଅଳଙ୍କାର ପରିଧାନ କରିଥାନ୍ତି। କାନଫୁଲ ମହିଳାଙ୍କ ସୌନ୍ଦର୍ଯ୍ୟ ବଢାଇବା ସହିତ କେତେକ ସମସ୍ୟାରୁ ମହିଳାଙ୍କୁ ଦୂରେଇ ରଖିଥାଏ। କାନଫୁଲ ପିନ୍ଧାଯାଉଥିବା ସ୍ଥାନରେ ଥିବା ଆକ୍ୟୁପ୍ରେସର ପଏଣ୍ଟ୍‌ରେ ଚାପ ପଡ଼ିଥାଏ। ଏହାଯୋଗୁ ଶରୀର ଉପରେ ସକାରାତ୍ମକ ପ୍ରଭାବ ପଡ଼େ। କାନଫୁଲ ପିନ୍ଧିବା ଦ୍ୱାରା ପ୍ରଜନନ ଓ ମାସିକ ଋତୁସ୍ରାବ ସମସ୍ୟା ଦୂର ହୁଏ। ମହିଳାମାନଙ୍କ କର୍ଣ୍ଣବେଧ ଓ କାନରେ ସୁନା ଲଗାଇବା ଫଳରେ ମହିଳାଙ୍କର ଏସବୁ ସମସ୍ୟା ଦୂର ହୋଇଥାଏ। ଏହାଯୋଗୁ ସ୍ମୃତିଶକ୍ତି ବୃଦ୍ଧି ପାଇବା ସହିତ ଆଖି, ଗଳା ଓ ନାକର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ଆକ୍ୟୁପ୍ରେସର ଅନୁସାରେ କର୍ଣ୍ଣବେଧ କରାଯାଉଥିବା ସ୍ଥାନର ଅଧ ଇଞ୍ଚ ଉପରକୁ ଆକ୍ୟୁପ୍ରେସର ପଏଣ୍ଟ ରହିଛି, ଯାହା କି ନାକ, ଆଖି, ମେରୁଦଣ୍ଡ ଓ ଗଳା ସହ ସମ୍ପୃକ୍ତ। କେବଳ ଭାରତ ନୁହେଁ ଚାଇନା, ଜାପାନ ସମେତ ଇଜିପ୍ଟ ଆଦିର ପ୍ରାଚୀନ ସଭ୍ୟତାରେ କର୍ଣ୍ଣବେଧ ପରମ୍ପରା ରହିଥିଲା। ତେଣୁ ସେତେବେଳେ ମଧ୍ୟ ଚିକିତ୍ସା ଶାସ୍ତ୍ର ବିକଶିତ ଥିବା ଗବେଷକ କହିଥାନ୍ତି। ସୁନା କାନଫୁଲ ପିନ୍ଧିଲେ ଶରୀରରେ ଶକ୍ତି ସଞ୍ଚାର ହୋଇଥାଏ। ସେହିପରି ରୁପା କାନଫୁଲ ମନରେ ସଞ୍ଜମତା ଆଣିଥାଏ । କାନଫୁଲରେ ବିଭିନ୍ନ ରତ୍ନପଥର ବ୍ୟବହାର ଦ୍ୱାରା ଶରୀର ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। କାନଫୁଲରେ ମାଣିକର ବ୍ୟବହାର ଦ୍ୱାରା ମାସିକ ଚକ୍ରଜନିତ ସମସ୍ୟା ଦୂର ହେଉଥିବା ବେଳେ ପାନ୍ନାର ବ୍ୟବହାର କଲେ ଏହା ଗର୍ଭପାତରୁ ସୁରକ୍ଷା ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri