କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ ମନ୍ତ୍ରୀ ତିହିଡି ତାଳପଦାସ୍ଥିତ କାନ୍ତକବିଙ୍କ ସ୍ମୃତି ପୀଠ ପହଞ୍ଚ ି ସ୍ଥିତି ଅନୁଧ୍ୟାନ କରିଥିଲେ। ସେଠାରେ ଆବଶ୍ୟକ ପାରିପାର୍ଶ୍ୱିକ ବିକାଶ, ଭଦ୍ରକ ବାଇପାସଠାରେ ପାର୍କ ସହ କାନ୍ତ କବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଭଦ୍ରକ ବାଇପାସଠାରେ ଭଦ୍ରକ ବିଧାୟକ ସଞ୍ଜିବ କୁମାର ମଲିକ ମନ୍ତ୍ରୀଙ୍କ ସହ ଭେଟି ଆଲୋଚନା କରିଥିଲେ। କିଭଳି ବାଇପାସଠାରେ ଉକ୍ତ ପ୍ରତିମୂର୍ତ୍ତି ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ସେଥିପାଇଁ ଏକ ସ୍ଥପତି ସହ ଆଲୋଚନା କରିଥିଲେ। ଏହି ସମୟରେ ପୌରପାଳିକା, ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri