ଇସଲାମାବାଦ୍,୧୯।୭: ପ୍ରବଳ ବର୍ଷା ଯୋଗୁ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ବୁଧବାର କାନ୍ଥ ଭୁଶୁଡ଼ି ୧୧ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। କୋଠାଟି ପେଶୱାର ରୋଡ ଅଞ୍ଚଳରେ ଅବସ୍ଥିତ ଥିଲା। ଶ୍ରମିକମାନେ ଏଠାରେ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ। ସ୍ଥାନୀୟ ପୋଲିସ ଅଧୀକ୍ଷକ (ଏସପି) ଖାନ ଜେବଙ୍କ ସୂଚନାନୁସାରେ, କୋଠା ତଳୁ ୧୧ଟି ମୃତଦେହ ଉଦ୍ଧାର କରାଯାଇଛି। ଆହତ ହୋଇଥିବା ୬ ଜଣଙ୍କୁ ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଦୁଃଖ ପ୍ରକାଶ କରିଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…
ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ
ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ଶୁକ୍ରବାର ପ୍ରକାଶ…
ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…
ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…
୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…
ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…
ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….
ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…
ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍
ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…
Archives

