କାମକୁ ଯାଉଥିବାବେଳେ ଫାର୍ମାସିଷ୍ଟଙ୍କୁ ଚାପିଦେଲା ଟ୍ରକ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ ଥିବା ରାଜେଶଙ୍କ ଶନିବାର ଏକ ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସେ ଆଜି ସକାଳୁ ବାଂଶପାଳକୁ ବାଇକରେ ଡିୟୁଟି ଯାଉଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ନାମ ରାଜେଶ ଦ୍ବିବେଦୀ। ସେ ଏନ ଏଚ ୨୦ ବାଇପାସ ରାସ୍ତା ଦେଇ ଯାଉଥିବା ବେଳେ ଷଠିଘର ସାହି ନିକଟରେ ପଛ ପଟୁ ଏକ ଟ୍ରକ ଚାପି ଦେଇଥିଲା ବୋଲି ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଚି।

ଆଜି ସକାଳେ ଗଡ଼ କୁହୁଡ଼ି ଥିଲା। ଏଣୁ କୁହୁଡି ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ଟ୍ରକ ଚାଳକଙ୍କ ବେପରୁଆ ଗାଡ଼ି ଛଳନା ଯୋଗୁ ଏକ ନିରୀହ ଲୋକର ଜୀବନ ଚାଲିଗଲା। ଏହି ଖବର ପ୍ରସାରିତ ହେବା ପରେ ମେଡିକାଲ କର୍ମଚାରୀମାନଙ୍କ ମଧ୍ୟରେ ଶୋକର ଛାଇ ଖେଳିଯାଇଛି। ମୃତ ରାଜେଶଙ୍କ ଘର ସ୍ଥାନୀୟ ଆଟୋପୁର ଅଞ୍ଚଳରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri