କାର କାଚ ଭାଙ୍ଗି ଲୁଟ୍‌ ଘଟଣା, ୪ ଗିରଫ

କଟକ ରୋଡ,୪ା୧୦(ଡି.ଏନ୍‌.ଏ) : କାର କାଚ ଭାଙ୍ଗି ଲୁଟ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ ଅଞ୍ଚଳର ବିକାଶ ନାଳି, କେନ୍ଦୁଝରର ରୁଦ୍ର ମିଶ୍ର, ପୁରୀ ମାର୍କଣ୍ଡେଶ୍ୱର ଅଞ୍ଚଳର ପୁରିଆ ପାତ୍ର ଓ ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ଭୋଇସାହିରେ ରହୁଥିବା ଚିଣ୍ଟୁ ସାହୁ। ଗତ ୧ତାରିଖ ଅପରାହ୍ନରେ ପୁରୀର ବିଷ୍ଣୁପଦ ମହାନ୍ତି ତାଙ୍କ କାରକୁ ପୁରୁଣା ଷ୍ଟେଶନ ବଜାର ଛକରେ ପାର୍କିଂ କରିଥିବା ବେଳେ ଅଭିଯୁକ୍ତମାନେ ବିଷ୍ଣୁପଦଙ୍କୁ ଗାଡି ଆଗରେ କିଛି ପଡ଼ିଥିବା କହିଥିଲେ। ଏହା ପରେ ସେ ଅନ୍ୟମନଷ୍କ ହେବା ପରେ କାଚ ଭାଙ୍ଗି ଏକ ବ୍ୟାଗ ସହ ୫ହଜାର ଟଙ୍କା ଲୁଟି ନେଇଥିଲେ। ଏ ନେଇ ଥାନାରେ ୨୭୧/୧୯ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri