କାର କିଣୁଥିଲେ ରଙ୍ଗ ପ୍ରତି ଦିଅନ୍ତୁ ବିଶେଷ ଧ୍ୟାନ

କାର କିଣିଲା ବେଳେ ଏହାର ରଙ୍ଗ ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦେବା ଜରୁରୀ। କାରଣ ଏହାର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ତେବେ କେଉଁ ରଙ୍ଗର କାର କିଣିବା ଦ୍ୱାରା କ’ଣ ସବୁ ପ୍ରଭାପ ପଡିଥାଏ, ସେ ସମ୍ପର୍କରେ….

* ଧଳା ରଙ୍ଗର କାର ସାଧାରଣତଃ ସମସ୍ତଙ୍କ ଲାଗି ଶୁଭ ବୋଲି କୁହାଯାଏ। ଯଦିଓ ଧଳାରଙ୍ଗ ହେତୁ ଏହା ପ୍ରତି ଟିକିଏ ଅଧିକ ଯତ୍ନ ନେବାକୁ ପଡିପାରେ, କିନ୍ତୁ ଅଧିକ ରିପାୟରିଂ ବା ବ୍ରେକ୍‌ ଡାଉନ୍‌ ଆଶଙ୍କା କମ୍‌ ଥାଏ।
* ଅନେକ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଥାଏ ନାଲି ରଙ୍ଗର କାର। ତେବେ ନାଲି ରଙ୍ଗର କାର ପସନ୍ଦ କରୁଥିବା ବ୍ୟକ୍ତି ସାଧାରଣତଃ ସ୍ପିଡ୍‌ ଗାଡ଼ି ଚଳେଇବାକୁ ପସନ୍ଦ କରିଥାନ୍ତି। ତେଣୁ ଏହି ରଙ୍ଗର ଗାଡି କିଣୁଥିବା ବ୍ୟକ୍ତି ଚଲେଇଲା ବେଳେ ସତର୍କ ରହିବା ଜରୁରୀ।
* କାର କିଣିଲା ବେଳେ ନୀଳ ରଙ୍ଗର କାର ନ କିଣିବା ଭଲ। ନୀଳ ରଙ୍ଗର କାର କିଣିବା ଦ୍ୱାରା ରିପାୟରିଂ ପାଇଁ ଆପଣଙ୍କୁ ବହୁବାର ଗ୍ୟାରେଜ୍‌ ଯିବାକୁ ପଡ଼ିପାରେ।
* କଳା ରଙ୍ଗର କାର ଦେଖିବାକୁ ଆକର୍ଷଣୀୟ ହୋଇଥାଏ କିନ୍ତୁ ଚଳେଇଲା ବେଳେ ବିଶେଷ ସତର୍କତା ଅବଲମ୍ବନ କରିବା ଜରୁରୀ। ଏହା ମଧ୍ୟ ତାପ ପ୍ରତିରୋଧକ ନୁହେଁ।
* ସିଲ୍‌ଭର କଲର କାର ମଧ୍ୟ ଅନେକ ଲୋକଙ୍କ ପ୍ରଥମ ପସନ୍ଦ। ତେବେ ଏହି ରଙ୍ଗର କାର କିଣିବା ଦ୍ୱାରା ଅଘଟଣର ଆଶଙ୍କା କମ୍‌ ଥାଏ।
* ଗୋଲ୍ଡେନ୍‌ କଲର କାର ଶକ୍ତି, ସମୃଦ୍ଧି, ଉତ୍କର୍ଷତାର ସଙ୍କେତ ବହନ କରେ। ତେବେ ଏହି ରଙ୍ଗର କାର କିଣିବା ମଧ୍ୟ ଉତ୍ତମ ସାବ୍ୟସ୍ତ ହୋଇଥାଏ। .


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?