Posted inଜାତୀୟ

କାରଗିଲ୍‌ ଯୁଦ୍ଧରେ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ ବାଜପେୟୀ

ନୂଆଦିଲ୍ଲୀ,୨୯।୬: କାରଗିଲ୍‌ ଯୁଦ୍ଧରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ। ଏନେଇ ଭାରତୀୟ ବାୟୁସେନାର ପୂର୍ବତନ ଚିଫ୍‌ ମାର୍ଶାଲ୍‌ ଅନୀଲ୍‌ ଟିପନିସ୍‌ ପ୍ରକାଶ କରିଛନ୍ତି। ଏହା ସହିତ ବାଜପେୟୀ ସ୍ଥଳସେନାକୁ ନିୟନ୍ତ୍ରଣ ରେଖା ଲଂଘିବାର ଅନୁମତି ମଧ୍ୟ ଦେଇ ନ ଥିଲେ। ପୂର୍ବତନ ନୌସେନା ମୁଖ୍ୟ ସୁଶୀଲ କୁମାରଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ ଏ ପ୍ରାଇମ୍‌ ମିନିଷ୍ଟର ଟୁ ରିମେମ୍ବର: ମେମୋରିଜ୍‌ ଅଫ୍‌ ଏ ମିଲିଟାରୀ ଚିଫ୍‌’ର ଉନ୍ମୋଚନ ଅବସରରେ ଟିପନିସ୍‌ ଏହା କହିଛନ୍ତି। ତେବେ ୬ଘଣ୍ଟାର ସ୍ବଳ୍ପ ନୋଟିସ୍‌ ପରେ ବାୟୁସେନା ସ୍ଥଳସେନା ସହିତ କାର୍ଯ୍ୟ କରିବାକୁ ପ୍ରସ୍ତୁତ ହୋଇଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri