କାର୍ଯ୍ୟରେ ଅବହେଳା, ବରଡାବିଲି ପିଇଓ ନିଲମ୍ବିତ

ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅବମାନନା ଓ ଦୁର୍ବ୍ୟବହାର ପିଇଓ ବେହେରାଙ୍କୁ ମହଙ୍ଗା ପଡିଛି ା
ଗଞ୍ଜାମ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍‌ ତାଙ୍କୁ କାର୍ଯ୍ୟରୁ ନିଳମ୍ବିତ କରିଛନ୍ତି। ନିଲମ୍ବନ ପରେ ତାଙ୍କୁ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନ୍ୟାଦେଶ ପର୍ଯ୍ୟନ୍ତ ଦୈନିକ ଉପସ୍ଥିତ ରହିବାକୁ ଆଦେଶ ପ୍ରଦାନ କରାଯାଇଛି ା ଓଡିଶା ସେବା ପ୍ରାଧିକରଣ ଅଧିନିୟମ ୧୯୬୨ ଧାରା ୯୦ ଅନୁଯାୟୀ ତାଙ୍କୁ ନିଳମ୍ବନ ସମୟର ଭତ୍ତା ପ୍ରଦାନ କରାଯିବ ବୋଲି ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ପ୍ରଧାନ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri