ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅବମାନନା ଓ ଦୁର୍ବ୍ୟବହାର ପିଇଓ ବେହେରାଙ୍କୁ ମହଙ୍ଗା ପଡିଛି ା
ଗଞ୍ଜାମ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ତାଙ୍କୁ କାର୍ଯ୍ୟରୁ ନିଳମ୍ବିତ କରିଛନ୍ତି। ନିଲମ୍ବନ ପରେ ତାଙ୍କୁ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନ୍ୟାଦେଶ ପର୍ଯ୍ୟନ୍ତ ଦୈନିକ ଉପସ୍ଥିତ ରହିବାକୁ ଆଦେଶ ପ୍ରଦାନ କରାଯାଇଛି ା ଓଡିଶା ସେବା ପ୍ରାଧିକରଣ ଅଧିନିୟମ ୧୯୬୨ ଧାରା ୯୦ ଅନୁଯାୟୀ ତାଙ୍କୁ ନିଳମ୍ବନ ସମୟର ଭତ୍ତା ପ୍ରଦାନ କରାଯିବ ବୋଲି ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ପ୍ରଧାନ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତିି ା
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…
ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…
ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…
Archives

