କାର୍‌ ଓଲଟିଲା, ୫ ଗୁରୁତର

ସୋର, ୨୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ୧୬ନଂ. ଜାତୀୟ ରାଜପଥ ଦହିସଡ଼ାଠାରେ ଶନିବାର ଅପରାହ୍ନ ସମୟରେ ଏକ କାର୍‌ (ନଂ. କେଏ୦୩ଏମ୍‌ଏକ୍ସ-୩୮୭୩) ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଘଟଣାସ୍ଥଳରେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଜାତୀୟ ରାଜପଥ ଆମ୍ବୁଲାନ୍ସ ଓ ସୋର ଦମକଳବାହିନୀ ଘଟଣାସ୍ଥଳକୁ ପହଞ୍ଚତ୍ ଗୁରୁତର ଆହତମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନା, ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ସୋର ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଛି। ଗୁରୁତର ଆହତ ହୋଇଥିବା ପଶ୍ଚିମବଙ୍ଗର ଜ୍ୟୋତ୍ସ୍ନା ବାନାର୍ଜୀ (୬୨), ରୋମି ବାନାର୍ଜୀ (୪୦)ଙ୍କୁ ସୋର ଡାକ୍ତରଖାନାରେ ଚିକିତ୍ସା କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୩ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। କାର୍‌ ପୁରୀରୁ ପଶ୍ଚିମବଙ୍ଗକୁ ଫେରୁଥିବାବେଳ ସୋର ଦହିସଡ଼ାଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri