କାର୍‌ରେ ଲାଗିଲା ନିଆଁ

ସଜନାଗଡ଼, ୨୮।୧୨(ଡି.ଏନ.ଏ.)- ଯାଜପୁର ଟାଉନ ଅଞ୍ଚଳରୁ ରତିରଞ୍ଜନ ପଣ୍ଡା ପରିବାର ସହ ଶନିବାର ଏକ କାର୍‌(ନଂ. ଓଆର୦୨ଏଏମ୍‌-୬୦୦୦)ରେ ନୀଳଗିରି ଅଞ୍ଚଳକୁ ବୁଲିବାକୁ ଆସିଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଓ ନୀଳଗିରି ଜଗନ୍ନାଥ ମନ୍ଦିର ଦର୍ଶନ ସାରି ସେମାନେ ଅପରାହ୍ନ ଗୋଟାଏରେ ଘରକୁ ଫେରିବା ପାଇଁ କାର୍‌କୁ ଷ୍ଟାର୍ଟ କରୁଥିବା ବେଳେ ହଠାତ୍‌ ସର୍ଟସର୍କିଟ ଯୋଗୁ ନିଆଁ ଲାଗିଯାଇଥିଲା। ସଙ୍ଗେ ସଙ୍ଗେ କାର୍‌ରୁ ପରିବାର ଲୋକ ଓହ୍ଲାଇ ପଡ଼ିଥିଲେ। ଖବର ପାଇ ନୀଳଗିରି ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri