କାଳ ସାଜିଛି ଲଗାଣବର୍ଷା : କାନ୍ଥପଡ଼ି ଜଣକ ଜୀବନ ଗଲା

ପୁରୀ ଅଫିସ,୨୫।୧୦: ଲଘୁଚାପ ଜନିତ ଲଗାଣବର୍ଷା କାଳ ସାଜିଥିବାବେଳେ ଶୁକ୍ରବାର ସକାଳେ ସହରର କୁମ୍ଭକାର ନିଯୋଗ ସମ୍ପାଦକ ରସାନନ୍ଦ ବିଷୋୟୀଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ଜୀବନ ଚାଲିଯାଇଛି। ଆଜି ସକାଳେ ସେ କୁଡୁଆ ତିଆରି କରିବା ପାଇଁ ଶାଳଘରକୁ ଯାଇଥିଲେ। ପ୍ରବଳ ବର୍ଷା ଯୋଗୁ ଘର କାନ୍ଥ ଭୁଶୁଡି ପଡ଼ିଥିଲା। ଫଳରେ ସେ କାନ୍ଥ ତଳେ ଚାପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ କୁମ୍ଭକାର ନିଯୋଗ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri