କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ

ବାଲିଗୁଡା,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର ଉପରେ ଏକ ବଡଗଛ ଉପୁଡି ପଡି ଯିବାରୁ ଘରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ମାତ୍ର ଘରେଥିବା କୃଷ୍ଣ ଓ ତାଙ୍କ ସ୍ତ୍ରୀ ଗୁଣ୍ଡୁରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଉଭୟେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଦମକଳ ବାହିନୀ ପହଞ୍ଚତ୍ ଗଛଟିକୁ କାଟି ବାହାର କରିଥିଲେ। କୃଷ୍ଣ କ୍ଷତିପୂରଣ ପାଇଁ କ.ନୂଆଗଁା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri