କାଳବୈଶାଖୀରେ ଉପୁଡ଼ିଲା ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ ବ୍ୟକ୍ତିଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡିବାରୁ ଦୁଇ ବଖରା ଟାଇଲ ଛପର ଘର ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ତେବେ ଘର ଭିତରେ ଥିବା ତ୍ରିଲୋଚନ ନାଏକଙ୍କ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ତ୍ରିଲୋଚନ ଜଣେ ଗରିବ ଲୋକ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri