କାଳି ମନ୍ଦିରରେ ତାଲା ଭାଙ୍ଗି ଲୁଟ୍‌: ମା’ଙ୍କ ଟଙ୍କା,ସୁନା, ରୁପା ନେଇଗଲେ ଦୁର୍ବୃତ୍ତ; ପୋଲିସର ତଦନ୍ତ ଆରମ୍ଭ

ପାଟପୁର,୧୯।୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଳାସପୁର କାଳୀ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ସାରା ଅଞ୍ଚଳରେ ଲକ୍‌ଡାଉନ୍‌ ଚାଲିଥିବା ସମୟରେ ମନ୍ଦିର ଗୁଡିକ ବନ୍ଦ ଥିବା ବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ମନ୍ଦିର ଭିତରେ ପଶିଥିଲେ। ମନ୍ଦିରର ଥିବା ରୁପା, ସୁନା, ମୁଖ୍ୟ ବାକ୍ସ, ମା’ଙ୍କ ଅଳଙ୍କାର ଓ ହୁଣ୍ଡି ଆଦି ଭାଙ୍ଗି ଟଙ୍କା ନେଇଯାଇଥିବା ବେଳେ ମା’ଙ୍କ ଲୁଗାପଟା ଏଣେତେଣେ ଫୋପାଡ଼ିଥିବା ଦେଖାଯାଇଛି। ତେବେ ମୁଖ୍ୟ ବାକ୍ସଟି ଘୋଡ଼ାହାଡ଼ ନଦୀ କଡ଼ରେ ପଡ଼ିଥିବା ଜଣାପଡ଼ିଛି। ଖବର ପାଇ ପାଟପୁର ଥାନା ଏସ୍‌ଆଇ ଶୁଭ୍ରଜିତ ସାମନ୍ତରାୟ ସଦଳବଳେ କାଳୀ ମନ୍ଦିର ପରିସରରେ ପହଞ୍ଚି ତଦନ୍ତକରି ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri