କାଳିଆ ଅର୍ଥ ହେରଫେର ମାମଲାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାନୁଷ୍ଠାନ: ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଏତଲା

ଛତ୍ରପୁର, ୫।୨(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଧରାକୋଟ ବ୍ଲକ ସିଙ୍ଗିପୁର ସୋସାଇଟିରେ କାଳିଆ ଯୋଜନା ଅର୍ଥ ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାରେ ବୁଧବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ଜିଲାପାଳ ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ, ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ଥିବା କୃଷି ବିଭାଗ ପର୍ଯ୍ୟବେକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଉକ୍ତ ବ୍ୟାଙ୍କ ଆକାଉଣ୍ଟରେ ଦେଣନେଣ ଉପରେ ରୋକ ଲଗାଇବାକୁ ବ୍ୟାଙ୍କଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ସମସ୍ତ ଡାଟା ଏଣ୍ଟ୍ରି ଅପରେଟରଙ୍କ କାମ ପୁନଃ ଯାଞ୍ଚ ହେବା ସହ ମନିଟରିଂ କରାଯିବ ବୋଲି ଜ଼ିଲାପାଳ କହିଛନ୍ତି। କୃଷି ଉପନିର୍ଦ୍ଦେଶକ ଏହାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri