କାଳିଆପାଣି,୧୭।୫(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଟାଟା କମ୍ପାନୀର ମାର୍କେଟର ଏକ ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ସକାଳୁ କୌଣସି କାରଣରୁ ଟେସନାରୀ ଦୋକାନରେ ନିଆଁ ଲାଗିଯାଇଥିଲା। ଖବରପାଇ ତୁରନ୍ତ ଟାଟା କମ୍ପାନୀର ଅଗ୍ନି ନିର୍ବାପକ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛିି। ଆନୁମାନିକ ୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା କୁହାଯାଉଛି।
Posted inଆମ ଜିଲା ଖବର View All
ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…
ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…
ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍: ୫୦ ଯାତ୍ରୀ…
ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…
ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…
୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ
କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…
ଠକେଇ-ବ୍ଲାକ୍ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…
ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…
ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…
ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…
କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର
ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍ ନିକଟରେ ରବିବାର ସକାଳ ପ୍ରାୟ…
Archives

