କାଳୀପୂଜା ପ୍ରସ୍ତୁତି ଆରମ୍ଭ : ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଯାଜପୁର ରୋଡ,୧୪ା୧୦(ନି.ପ୍ର.): କାଳୀପୂଜାକୁ ସରସ ସୁନ୍ଦର କରିବା ନେଇ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାସ୍ତ୍ର ଅନୁସାରେ କୁମାର ପୂର୍ଣ୍ଣିମା ଦିନରୁ ମା’ କାଳୀଙ୍କ ମୂର୍ତ୍ତି ନିର୍ମାଣ ପାଇଁ ମାଟି ଉଠିବାର ପରମ୍ପରା ରହିଛି। ଏହି କ୍ରମରେ ରବିବାର ଯାଜପୁର ରୋଡ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ବୈତରଣୀ ନଦୀ ପୀଠ, ଶ୍ମଶାନ ଓ ବିଭିନ୍ନ ପବିତ୍ର ସ୍ଥାନରୁ ମାଟି ଉଠାଯାଇଛି। ସୋମବାର ମା’ଙ୍କ ମୂର୍ତ୍ତି ନିର୍ମାଣ ପାଇଁ ଛାଞ୍ଚ ବନ୍ଧା କାମ ଆରମ୍ଭ ହେବ ା ଏଥିପାଇଁ ଶିଳ୍ପୀ ଓ ପୂଜା କମିଟି ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏହି ସହରର ସର୍ବପୁରାତନ ବସ-ଷ୍ଟାଣ୍ଡ, ଚୋରଦା, ଆର୍ୟନ କ୍ଲବ୍‌, ରେଳବାଇ, କୋପଣ୍ଡ, ନିଉ ମାର୍କେଟ୍‌, ଷ୍ଟିଲ୍‌ ସିଟି, ବ୍ୟାଙ୍କ ଷ୍ଟ୍ରିଟ୍‌, ଧବଳଗିରି, ଗୋପବନ୍ଧୁ ମାର୍ଗ, ରାଧାନାଥ ମାର୍ଗ ଓ କହ୍ନେଇପୁର ପ୍ରଭୃତି ପୂଜା ମଣ୍ଡପରେ ମାଟି ଉଠା କାର୍ଯ୍ୟ ଶେଷ ହୋଇଥିବା ଜଣାପଡିଛି। ଚୋରଦା କମିଟି ପକ୍ଷରୁ ଚୋରଦା ଶ୍ମଶାନ, କୋପଣ୍ଡର ବ୍ୟାସସରୋବର ପୀଠ, ଆର୍ୟନ କ୍ଲବ୍‌ ଓ ଷ୍ଟିଲ୍‌ ସିଟି କ୍ଲବ୍‌ ପକ୍ଷରୁ ବୈତରଣୀ ନଦୀର ଲିଙ୍ଗେଶ୍ୱର ଘା


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri