Posted inଜାତୀୟ

କଶ୍ମୀର ମଧ୍ୟସ୍ଥତା ପ୍ରସଙ୍ଗ: ଭାରତ କହିଲା, ମିଛ କହୁଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୨୩।୭: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ଖଣ୍ଡନ କରିଛି ଭାରତ। ଟମ୍ପ ମିଛ କହୁଛନ୍ତି ବୋଲି ଭାରତ କହିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାାଳୟର ମୁଖପାତ୍ର ରବୀଶ କୁମାର ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଟ୍ରମ୍ପଙ୍କୁ କିଛି କହି ନାହାନ୍ତି। କଶ୍ମୀର ପ୍ରସଙ୍ଗ ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଏଥିରେ କାହାରି ମଧ୍ୟସ୍ଥତାକୁ ଭାରତ ଗ୍ରହଣ କରିବ ନାହିଁ। ପାକିସ୍ତାନ ଆତଙ୍କବାଦ କାର୍ଯ୍ୟକଳାପ ବନ୍ଦ କଲେ କଶ୍ମୀର ପ୍ରସଙ୍ଗ ଉପରେ ଆଲୋଚନା ସମ୍ଭବ ବୋଲି ରବୀଶ କୁମାର କହିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଙ୍କୁ ଭେଟିବା ଅବସରରେ କଶ୍ମୀର ପ୍ରସଙ୍ଗ ମଧ୍ୟସ୍ଥତା କରିବାକୁ ଇମ୍ରାନ ପ୍ରସ୍ତାବ ଦେଇଥିଲେ। ଏହି ସମୟରେ ଟ୍ରମ୍ପ କହିଥିଲେ, କଶ୍ମୀର ସମସ୍ୟାର ସମାଧାନ ପାଇଁ ମଧ୍ୟସ୍ଥତା କରିବା ଲାଗି ମୋଦି ତାଙ୍କୁ ଦୁଇ ସପ୍ତାହ ତଳେ କହିଥିଲେ। ଯଦି ଦୁଇଦେଶ ଚାହିଁବେ ତେବେ ସହାୟତା ପାଇଁ ପ୍ରସ୍ତୁତ ବୋଲି ଟମ୍ପ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ଉପ-ପ୍ରଧାନମନ୍ତ୍ରୀ ବିରାଟଙ୍କର ଜଣେ ବଡ଼ ଫ୍ୟାନ, IPL ମ୍ୟାଚ ବିଜୟ ପରେ ସେ କହିଛନ୍ତି…

ନୂଆଦିଲ୍ଲୀ.୨।୬: ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସ, IPL 2026 ଫାଇନାଲରେ 75 ରନର ଏକ ଚମତ୍କାର ଇନିଂସ ସହିତ RCBକୁ ଚାମ୍ପିୟନସିପ ଟାଇଟଲ ହାସଲ କରିଥିବା ବିରାଟ…

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଅସରପା ଗୋଟେ ଚଢ଼େଇ

କକ୍‌ରୋଚ ବା ଅସରପା ଏକ ପତଙ୍ଗ। ପରମାଣୁ ବିସ୍ଫୋରଣରେ ମଧ୍ୟ ତା’ର ମୃତ୍ୟୁ ଘଟେନାହିଁ। ଯେତେ ଅପରିଷ୍କାର ସ୍ଥାନ ସେଠାରେ ସେତିକି ଅସରପାର ବଂଶବୃଦ୍ଧି ଘଟିଥାଏ। ଓଡ଼ିଆରେ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri