Posted inଜାତୀୟ

କାଶ୍ମୀର ସମସ୍ୟା: ପୁଣି ମଧ୍ୟସ୍ଥତା କରିବାକୁ ଇଚ୍ଛା ପ୍ରକାଶ କଲେ ଟ୍ରମ୍ପ

ନୂଆଦିଲ୍ଲୀ, ୨।୮: କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଣି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯଦି ଚାହିଁବେ ତେବେ ଆମେରିକା ସହାୟତା ଦେବ ବୋଲି ସେ କହିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ସହ ସେ ଏନେଇ କଥା ହୋଇଥିବା ଟ୍ରମ୍ପ କହିଛନ୍ତି। ମୋଦି ଏବଂ ଇମ୍ରାନ କଶ୍ମୀର ପ୍ରସଙ୍ଗରେ ଏକାଠି ବସି ଆଲୋଚନା କରିବା ଉଚିତ୍‌ ହେବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଇମ୍ରାଙ୍କ ଆମେରିକା ଗସ୍ତବେଳେ କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ତତା କରିବାକୁ ମୋଦି ତାଙ୍କୁ ପ୍ରସ୍ତାବ ଦେଇଥିଲେ ବୋଲି ଟ୍ରମ୍ପ କହିଥିଲେ। ଯାହାକୁ ନେଇ ଝଡ ଉଠିଥିଲା। ଏହି ବୟାନକୁ ଭାରତ ପକ୍ଷରୁ ଖଣ୍ଡନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି…

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

କେକେଆର୍‌କୁ ଜିତାଇଲେ ରିଙ୍କୁ ସିଂ

କୋଲକାତା,୧୯ା୪: ସ୍ପିନରଙ୍କ ଯାଦୁଗରି ବୋଲିଂ ପରେ ରିଙ୍କୁ ସିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

୨୦୨୭ ବିଶ୍ୱକପ୍‌ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର

ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ।…

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri