କାହିଁକି ଆରମ୍ଭରୁ ଚର୍ଚ୍ଚାରେ ରହୁଛି ‘ଆର୍ଟିକଲ ୧୫’

ମୁମ୍ବାଇ: ‘ମୁଲ୍କ’ ପରେ ଲେଖକ ତଥା ନିର୍ଦ୍ଦେଶକ ଅନୁଭବ ସିହ୍ନା ପୁଣି ଥରେ ଏକ ନିର୍ଦ୍ଦିଷ୍ଟ ବିଷୟକୁ ନେଇ ଫିଲ୍ମ ନିର୍ମାଣ କରିଛନ୍ତି। ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ ୧୫’ ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଆସିଥିବା ବେଳେ ଏବେ ଏହା ଭଲ ରେସ୍‌ପନ୍ସ ପାଇଛି ବୋଲି କୁହାଯାଉଛି। ହେଲେ ଉତ୍ତର, ପ୍ରଦେଶ, କାନପୁର, ବରେଲି ସହ ଦିଲ୍ଲୀରେ ଆଜିବି ଏହାକୁ ବିରୋଧ କରାଯାଉଛି। ଏମିତିକି ଏହାକୁ ନେଇ ଏକ ସଙ୍ଗଠନ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ପହଞ୍ଚିଲେଣି। ହେଲେ ‘ଆର୍ଟିକଲ ୧୫’ କ’ଣ ବୋଲି ଏବେ ଅନେକଙ୍କ ମନରେ ପ୍ରଶ୍ନ ଉଠିଛି। ଭାରତର ସମ୍ବିଧାନରେ ଥିବା ‘ଆର୍ଟିକଲ ୧୫’ କୁହେ ଭାରତରେ କୌଣସି ବ୍ୟକ୍ତିଙ୍କୁ ଜାତି,ଧର୍ମ, ଲିଙ୍ଗ ବା ଜନ୍ମସ୍ଥାନକୁ ନେଇ ଭେଦଭାବ କରାଯାଇ ପାରିବ ନାହିଁ। ‘ଆର୍ଟିକଲ ୧୫’କୁ ପାଳନ କରିବା ଆମ ସମସ୍ତଙ୍କ ପାଇଁ ଜରୁରୀ। ଏହାକୁ ନେଇ ଅନୁଭବ ସିହ୍ନାଙ୍କ ଫିଲ୍ମ ‘ଆର୍ଟିକଲ ୧୫’ରେ ଏକ ଗୁରୁତ୍ୱପୂର୍ଣ୍ଣ ଡାଇଲଗ ରହିଛି। ଯାହାକୁ ନେଇ ଏବେ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାର ଆଧାରରେ କାହାକୁ ଦୋକାନ, ସାର୍ବଜନୀନ ଭୋଜନାଳୟ, ମନୋରଞ୍ଜନ ସ୍ଥଳକୁ ବାରଣ କରାଯାଇ ପାରିବ ନାହିଁ। ଅନୁଭବ ସିହ୍ନାଙ୍କ ଏହି ଫିଲ୍ମ ଏଇଥିପାଇଁ ଏବେ ଆସିଛି ଚର୍ଚ୍ଚାକୁ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri