କିଆବୁଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଛତ୍ରପୁର, ୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛ ସାହି ନିକଟରେ ଥିବା କିଆବୁଦାରୁ ଶୁକ୍ରବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି।
ଦୁଇ ଭଉଣୀଭାଇ ଭୋରରେ କିଆ ଫୁଲ ତୋଳିବାକୁ ଯାଉଥିବା ବେଳେ ଶିଶୁର କାନ୍ଦ ଶୁଣିବାକୁ ପାଇଥିଲେ। ପରେ ସେମାନେ ଶିଶୁପୁତ୍ରକୁ ଉଦ୍ଧାରକରି ଛତ୍ରପୁର ହସ୍ପିଟାଲରେ ତା’ର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲେ। ଶିଶୁଟି ସୁସ୍ଥ ଥିବା ଜଣାପଡିବା ପରେ ଭଉଣୀଭାଇ ତାକୁ ନିଜ ଘରକୁ ନେଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri