କିଙ୍ଗ୍‌ ଚାଲର୍‌ସ ଜନ୍ମଦିନ ହନର୍ସ ସୂଚୀରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୧୮।୬: ବ୍ରିଟେନ ସରକାରଙ୍କ ପକ୍ଷରୁ କିଙ୍ଗ୍‌ ଚାଲର୍‌ସ ୩ୟଙ୍କ ପ୍ରଥମ ଜନ୍ମଦିନରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିଙ୍କ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ପାଖାପାଖି ୪୦ ଜଣ ଭାରତୀୟ ବଂଶୋଦ୍ଭବଙ୍କ ନାମ ରହିଛି। ଅକ୍ସଫୋର୍ଡ ୟୁନିଭର୍ସିଟିର ଡିରେକ୍ଟର ଅଫ ଗ୍ଲୋବାଲ ଅପରେଶନ୍ସ ଆଟ୍‌ ଦ ଅକ୍ସଫୋର୍ଡ ଭାକ୍ସିନ ଗ୍ରୁପ୍‌ ଡା. ପରଭିନ୍ଦର କୌର ଆଲେଙ୍କୁ ଅଫିସର ଅଫ୍‌ ଦ ଅର୍ଡର ଅଫ୍‌ ଦ ବ୍ରିଟିଶ ଏମ୍ପାଇର (ଓବିଇ) ସମ୍ମାନ ପ୍ରଦାନ କରାଯିବ। ସେହିପରି ପ୍ରଫେସର ପ୍ରୋକାର ଦାସଗୁପ୍ତା, ବ୍ରିଟିଶ-ଭାରତୀୟ ବ୍ୟବସାୟୀ ଅନୁଜ ଚଣ୍ଡେଙ୍କୁ ଓବିଇ ପୁରସ୍କାରରେ ସମ୍ମାନିତ କରାଯିବ। ଶୁକ୍ରବାର ରାତିରେ ପ୍ରକାଶ ପାଇଥିବା ଏହି ସୂଚୀରେ ମୋଟ ୧,୧୭୧ ଜଣଙ୍କ ନାମ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?