କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏହି ସମସ୍ୟାଠାରୁ ସହଜରେ ମୁକ୍ତି ମିଳିଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ। ଏଥିରେ ମ୍ୟାଗ୍ନେସିୟମ୍‌ ଏବଂ ପୋଟାସିୟମ୍‌ ଥାଏ। ଫଳରେ ଏହା କିଡ୍‌ନୀ ଷ୍ଟୋନ ସମେତ ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର କରିଥାଏ। ପୋଟାସିୟମ୍‌ ରକ୍ତଚାପ ନିୟନ୍ତ୍ରଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ତେଣୁ ପଇଡ଼ ପାଣି ପିଇଲେ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ଖରାଦିନେ ପଇଡ଼ ପାଣି ଡିହାଇଡ୍ରେସନ ସମସ୍ୟାରୁ ମୁକ୍ତି ଦେଇଥାଏ। ଏହା ପାଚନକ୍ରିୟାକୁ ସ୍ବାଭାବିକ କରେ। ଅଭ୍ୟାସ କରି ପଇଡ଼ ପାଣି ପିଇଲେ ଶହେରୁ ଅଧିକ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri