କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର ହୁଏ । କଲରାରେ ମ୍ୟାଗ୍ନେସିୟମ ଓ ଫସଫରସ ରହିଥାଏ। ଏହା କିଡ୍‌ନୀ ଷ୍ଟୋନ ରୋଗୀଙ୍କ ପାଇଁ ଖୁବ ଭଲ। ପ୍ରତିଦିନ କଲରା ଭଜା ଅବା କଲରା ତରକାରି ଖାଇଲେ କିଡ୍‌ନୀ ଷ୍ଟୋନ୍‌ରୁ ମୁକ୍ତି ମିଳେ। ଏଥିରେ ଭିଟାମନ ବି-୬ ଓ ଭିଟାମିନ-ବି ରହିଥାଏ। ନିୟମିତ ଭାବେ ଏହାର ରସ ଖାଲି ପେଟରେ ସକାଳୁ ପିଇଲେ ଉପକାର ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ...

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ...

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ...

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ...

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri